ପଞ୍ଚଦଶ ଅର୍ଥ କମିଶନର ସୁପାରିଶ ଅନୁସାରେ ଅନଲାଇନ୍ ଶିକ୍ଷାକୁ ପ୍ରୋତ୍ସାହନ ଦେବା ପାଇଁ ଭାରତ ସରକାର ଆଗାମୀ ୫ ବର୍ଷ ପାଇଁ ସବୁ ରାଜ୍ୟକୁ ୬ ହଜାର ୧୪୩ କୋଟି ଟଙ୍କା ବ୍ୟୟବରାଦ କରି ଥିବା ବେଳେ ତନ୍ମଧ୍ୟରୁ ଓଡ଼ିଶା ପାଇଁ ଏହି କ୍ଷେତ୍ରରେ ଆଗାମୀ ୫ ବର୍ଷ ପାଇଁ ୨୧୮ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସେହିପରି ଓଡ଼ିଶାରେ ୧୪ଟି ଆଦର୍ଶ ଡିଗ୍ରୀ କଲେଜ୍ ସ୍ଥାପନ ପାଇଁ ଭାରତ ସରକାରଙ୍କ ପକ୍ଷରୁ ଅନୁମୋଦନ ଦିଆଯାଇଛି ବୋଲି ସଂସଦରେ ଏ ସମ୍ପର୍କୀତ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଶିକ୍ଷା ଏବଂ ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।

Boita Bandana: The Essence of Kartika Purnima
Heroes Of Odisha: Let’s Celebrate Our ‘Padmas’!
ଓଡିଶାରେ ଦୀପାବଳି: ରୀତିନୀତି, କଥା, କାହାଣୀ, କିମ୍ବଦନ୍ତୀ
Odia NRIs Celebrate Diwali
ଜଗନ୍ନାଥ ଙ୍କୁ ସମର୍ପିତ ଜଗନ୍ନାଥ ବାଟିକା
1 Recent Comments
24 Sep, 2021 at 10:54 AM |
nice post